www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଭାରତ-ଅଷ୍ଟ୍ରେଲିଆ ଶେଷ ଟି-୨୦ ମ୍ୟାଚ

ଡେସ୍କ: ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ୫ ମ୍ୟାଚ ବିଶିଷ୍ଟ ଟି୨୦ ଶୃଙ୍ଖଳାର ଅନ୍ତିମ ମ୍ୟାଚ ରବିବାର ବାଙ୍ଗାଲୋରର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଖେଳାଯିବ। ଭାରତ ୩-୧ରେ ଶୃଙ୍ଖଳା ଜିତି ସାରିଥିବାରୁ ଆଜିର ମ୍ୟାଚ କେବଳ ଔପଚାରିକ ଭାବେ ଖେଳାଯିବ। ଭାରତ ପ୍ରଥମ ମ୍ୟାଚକୁ ୨ ୱିକେଟ ଓ ଦ୍ବିତୀୟ ମ୍ୟାଚକୁ ୪୪ରନରେ ଜିତି ଥିବା ବେଳେ ତୃତୀୟ ମ୍ୟାଚରେ ଅଷ୍ଟ୍ରେଲିଆ ୫ ୱିକେଟରେ ଭାରତକୁ ପରାସ୍ତ କରିଥିଲା। ଚତୁର୍ଥ ମ୍ୟାଚରେ ଭାରତ ୨୦ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ଶୃଙ୍ଖଳା ବିଜୟ ହାସଲ କରିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories