www.samajalive.in
Saturday, December 6, 2025
19.1 C
Bhubaneswar

ସକାଳ ୮ଟା – ମୁଖ୍ୟ ସମ୍ବାଦ

(୧) ଆରମ୍ଭ ହେଲା ୪ ରାଜ୍ୟରେ ଭୋଟ ଗଣତି
– ସକାଳ ୮ଟାରେ ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼ ଓ ତେଲେଙ୍ଗାନା ବିଧାନସଭା ନିର୍ବାଚନ ଭୋଟ ଗଣତି ଆରମ୍ଭ
(୨) ଆସନ୍ତାକାଲି ମିଜୋରାମ୍ ବିଧାନସଭା ନିର୍ବାଚନ ଭୋଟ ଗଣତି
(୩) ଆଜି ଗଭୀର ଅବପାତ ବାତ୍ୟାର ରୂପ ନେବା ସମ୍ଭାବନା
– ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ବର୍ଷା ଆଶଙ୍କା
(୪) ସମ୍ଭାବ୍ୟ ବାତ୍ୟା ‘ମିଚାଉଁ’ ପାଇଁ ୫୪ ଟ୍ରେନ୍ ବାତିଲ୍
– ଭୁବନେଶ୍ୱରରୁ ବାହାରୁଥିବା ୧୨ଟି ଓ ପୂର୍ବତଟ ଦେଇ ଯାଉଥିବା ୪୨ଟି ଟ୍ରେନ୍ ବାତିଲ
(୫) ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
– ୫ ଜିଲ୍ଲାର କୃଷି ଅଧିକାରୀଙ୍କ ଛୁଟି ବାତିଲ
(୬) ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଟି୨୦ ଶୃଙ୍ଖଳାର ଅନ୍ତିମ ମ୍ୟାଚ
– ବାଙ୍ଗାଲୋରର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡ଼ିୟମରେ ଖେଳାଯିବ
– ୩-୧ରେ ଶୃଙ୍ଖଳା ଜିତି ସାରିଛି ଭାରତ

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories