www.samajalive.in
Monday, December 15, 2025
27.1 C
Bhubaneswar

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟ ସୂଚନା ଆୟୁକ୍ତ

ଭୁବନେଶ୍ୱର : ରାଜ ଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଜଳଦ କୁମାର ତ୍ରିପାଠୀ । ଏହି ଅବସରରେ ସେ ସୂଚନା ଅଧିକାର ଆଇନର ବିଭିନ୍ନ ଦିଗ ଉପରେ ସମ୍ୟକ୍ ସୂଚନା ପ୍ରଦାନ କରିଥିଲେ।

ତାଙ୍କ ସହ ରାଜ୍ୟ ସୂଚନା ଆୟୁକ୍ତ ବାଳକୃଷ୍ଣ ମହାପାତ୍ର ଓ ସୁଶାନ୍ତ କୁମାର ମହାନ୍ତି ମଧ୍ୟ ରାଜ୍ୟପାଳଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ ରାଜ ଭବନର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ

Hot this week

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

Related Articles

Popular Categories