www.samajalive.in
Monday, December 8, 2025
27.1 C
Bhubaneswar

ଦିନେ ବଢିଲା କଟକ ଐତିହାସିକ ବାଲିଯାତ୍ରା

କଟକ : ଆଉ ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନିଷ୍ପତ୍ତି ନେଇଛନ୍ତି। କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିବା ବାଲିଯାତ୍ରା ସୋମବାର ସରିବାର ଥିଲା। ଜନ ସାଧାରଣଙ୍କ ଆଗ୍ରହକୁ ଦେଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏନେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନା ଯୋଗ୍ୟ, ବାଲିଯାତ୍ରାକୁ ଆଉ ୨ ଦିନ ବଢାଇବାକୁ ସରକାରଙ୍କୁ କଟକ ମେୟର ସୁବାସ ସିଂ ଅନୁରୋଧ କରିଥିଲେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories