www.samajalive.in
Thursday, December 11, 2025
23.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ବାତ୍ୟା ‘ମିଗ୍‌‌ଜୋମ୍‌‌’ ପ୍ରଭାବ.. ଦକ୍ଷିଣ,ଆଭ୍ୟନ୍ତର ଓଡିଶାରେ ପବନ କମ୍‌‌ ମାତ୍ର ପ୍ରବଳ ବର୍ଷା ହେବ..

୪ ତାରିଖ ରାତିରୁ ଦକ୍ଷିଣ ଓଡିଶାରେ ବର୍ଷା ଆରମ୍ଭ ହୋଇଯିବ..

- Advertisement -

୫ରୁ ବର୍ଷା ବଢିବା ସହ ୫ରେ କିଛି ସ୍ଥାନରେ ଓ ୬ ତାରିଖରେ ପ୍ରବଳ ବର୍ଷା ହେବ..

ଆଉ ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା.. ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି..

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ହନି ଟ୍ରାପ ମାମଲା.. ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ୍‌‌..

ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ..

କରତାଳି ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସ୍ୱାଗତ କଲେ ଏନଡିଏ ସାଂସଦ..

ଭୁବନେଶ୍ୱର : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବରିଷ୍ଠ କିରାଣୀ..

ଅନୁଗୁଳ କିଶୋରନଗର ବ୍ଲକ ବରିଷ୍ଠ କିରାଣୀ ନିତ୍ୟାନନ୍ଦ ଗାଇଗାରିଆ..

କାଗଜପତ୍ର କାମ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ..

ଭଞ୍ଜନଗର : ପାରିବାରିକ କଳହରୁ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ..

ଥାମୁଣ୍ଡା ଗାଁରେ ଜଘନ୍ୟ ହତ୍ୟାକାଣ୍ଡ..

ଚେନ୍ନାଇରେ ‘ମିଗଜୋମ୍‌‌’ ପ୍ରଭାବ .. ସମସ୍ତ ଶିକ୍ଷାନୁଷ୍ଠାନ, ବ୍ୟାଙ୍କ ସରକାରୀ କାର୍ୟ୍ୟାଳୟ ବନ୍ଦ..

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories