www.samajalive.in
Saturday, December 6, 2025
23.1 C
Bhubaneswar

ରାଜଧାନୀରେ ଚାଞ୍ଚଲ୍ୟ ; ଯୁବତୀଙ୍କ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଏକ ଚାଞ୍ଚଲ୍ୟକର ଘଟଣା ମଙ୍ଗଳବାର ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କ ଘରୁ ତାଙ୍କ ପୁରୁଷ ବନ୍ଧୁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଶିଶୁପାଳଗଡ ନିକଟ ଏକ ଘର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ଧଉଳି ଥାନା ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ଯୁବକ ଜଣଙ୍କ ନିମାପଡା ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories