www.samajalive.in
Tuesday, December 9, 2025
17.1 C
Bhubaneswar

ଶୌଚ ବେଳେ ଯୁବକଙ୍କୁ କଚାଡି ଫିଙ୍ଗି ଦେଲା ହାତୀ

କାମାକ୍ଷାନଗର-ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗୁରୁତର ଯୁବକ ଜଣକ ହେଲେ କଙ୍କଡାହାଡ ଥାନା କନ୍ଧରା ଗ୍ରାମର ମନୋଜ ମହାରଣା।

ସେ ତାଙ୍କ ସାଙ୍ଗ ସହ ଗ୍ରାମ ସନ୍ନିକଟ ନାଳକୁ ଶୌଚପାଇଁ ଯାଇଥିଲେ। ହାତୀ ଦେଖି ତାଙ୍କ ସାଙ୍ଗମାନେ ଦୌଡି ପଳାଇ ଯାଇ ଥିବାବେଳେ ମନୋଜ ହାତୀ ସହ ମୁହାଁମୁହିଁ ହୋଇଯାଇଥିଲେ । ଫଳରେ ହାତୀ ତାଙ୍କୁ ଶୁଣ୍ଢରେ କଚାଡି ଦେଇଥିଲା। ଗୁରତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତିକରିଥିଲେ। ତାଙ୍କ ବାମ ହାତରେ ଗଭୀର ଆଘାତ ଲାଗିଥିବା ଜଣାପଡିଛି। ଏଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories