www.samajalive.in
Saturday, December 6, 2025
26.1 C
Bhubaneswar

ତୀର୍ଥରେ ଗଲେ ୯୭୦ ବରିଷ୍ଠ ନାଗରିକ ; ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୂରଣ ହୋଇଛି ବରିଷ୍ଠ ନାଗରିକଙ୍କ ଇଚ୍ଛା। ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା’ ଅଧୀନରେ କୋଲକାତା-କାମାକ୍ଷା ଅଭିମୁଖେ ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି।
ଏହି ତୀର୍ଥଯାତ୍ରା ଯୋଜନା ତୀର୍ଥରେ ଗଲେ ୯୭୦ ବରିଷ୍ଠ ନାଗରିକ। ସମ୍ବଲପୁର ଷ୍ଟେସନରୁ ୮ ଜିଲା ସୁନ୍ଦରଗଡ, ବଲାଙ୍ଗୀର, ସୋନପୁର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡା, ବରଗଡ, ଦେବଗଡ ଜିଲାର ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଆରମ୍ଭ କରିଛନ୍ତି। ଏହି ସମୟରେ ଷ୍ଟେସନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଉପସ୍ଥିତ ଥିଲେ। ବରିଷ୍ଠ ନାଗରିକ କୋଲକାତା ଓ କାମାକ୍ଷା ନଗର ବୁଲିବେ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories