www.samajalive.in
Monday, December 8, 2025
20.1 C
Bhubaneswar

ଦକ୍ଷିଣ ଗାଜାରେ ଇସ୍ରାଏଲର ଆକ୍ରମଣ; ୪୫ ପାଲେଷ୍ଟାଇନ ନାଗରିକ ମୃତ

ତେଲ୍‌ ଆବିଭ୍‌: ଇସ୍ରାଏଲ-ହମାସ ମଧ୍ୟରେ କିଛି ଦିନର ବିରତି ପରେ ପୁଣି ଘମାଘୋଟ ଯୁଦ୍ଧ ଆରମ୍ଭ ହୋଇଛି। ଯୁଦ୍ଧରେ ଏପର୍ଯ୍ୟନ୍ତ ଦୁଇ ପକ୍ଷରୁ ପ୍ରାୟ ୧୬ ହଜାରରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ଘଟିଲାଣି। ଇତି ମଧ୍ୟରେ ଇସ୍ରାଏଲ ସେନା ପୁଣି ଥରେ ଦକ୍ଷିଣ ଗାଜାର ଏକ ପ୍ରମୁଖ ସହର ଉପରେ ଆକ୍ରମଣ କରିଛି। ଏଥିରେ ୪୫ ଜଣ ପାଲେଷ୍ଟାଇନ ନାଗରିକଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି।

 

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories