www.samajalive.in
Sunday, December 7, 2025
23.1 C
Bhubaneswar

ଟଳିଲା ବିପଦ ; କଟକରେ ଜନଶତାବ୍ଦୀ ଏକ୍ସପ୍ରେସରେ ଲାଗିଲା ନିଆଁ

କଟକ : ଜନଶତାବ୍ଦୀ ଏକ୍ସପ୍ରେସରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ଏକ ବଡ ଅଘଟଣରୁ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଭୁବନେଶ୍ବରରୁ ହାୱଡ଼ା ଯାଉଥିବା ଜନଶତାବ୍ଦୀ ଏକ୍ସପ୍ରେସରେ କଟକ ଷ୍ଟେସନରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ଗୋଟିଏ ବଗି ତଳେ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ସୂଚନା ଯୋଗ୍ୟ, କଟକ ରେଳ ଷ୍ଟେସନ ୨ ନମ୍ବର ପ୍ଲାଟଫର୍ମରେ ଜନଶତାବ୍ଦୀ ଏକ୍ସପ୍ରେସ ବ୍ରେକ ବାଇଣ୍ଡିଙ୍ଗରେ ସର୍ଟ ସର୍କିଟ ହୋଇ ଅଗ୍ନିକାଣ୍ଡ ଘଟିଥିଲା। ଯାତ୍ରୀମାନେ ଏକ ବଡ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତିା

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories