www.samajalive.in
Saturday, December 6, 2025
26.1 C
Bhubaneswar

ଅର୍ଜୁନ ମୁଣ୍ଡା ନୂଆ କୃଷି ମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ନୂଆ କୃଷି ମନ୍ତ୍ରୀ ଭାବେ ଦାୟିତ୍ବ ମିଳିଛି।  ଆଦିବାସୀ ମନ୍ତ୍ରଣାଳୟ ସହ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଭାବେ ଶ୍ରୀ ମୁଣ୍ଡା କାମ କରିବେ। ତେଣୁ ଏବେ ଅର୍ଜୁନ ମୁଣ୍ଡା ଦେଶର ନୂଆ କୃଷି ମନ୍ତ୍ରୀ ହୋଇଛନ୍ତି।

ଏଠାରେ ସୂଚନା ଯୋଗ୍ୟ ଯେ ନିକଟରେ ଶେଷ ହୋଇଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ନରେନ୍ଦ୍ର ସିଂହ ତୋମାର ଦିମାନି ଆସନରୁ ବିଜୟୀ ହୋଇଛନ୍ତି। ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିବାରୁ ସାଂସଦ ପଦ ଛାଡ଼ିଛନ୍ତି। ଏହାସହିତ ନରେନ୍ଦ୍ର ସିଂହ ତୋମାର କୃଷି ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories