www.samajalive.in
Monday, December 8, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଦେବଗଡ : ବିଲରୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର..

ବାରକୋଟ ଥାନା ଦଣ୍ଡାସିଂହା ଗାଁ ନିକଟ ବିଲରୁ ଉଦ୍ଧାର..

- Advertisement -

ମୃତକ ଜଣେ ବେସରକାରୀ କଲେଜର ଚତୁର୍ଥ ଶ୍ରେଣୀ କର୍ମଚାରୀ..

କଟକ ତାରାଚାନ୍ଦ ପାଟଣା ପିଠାପୁରରେ ଅଘଟଣ..

ଗ୍ୟାସ୍‌‌ ଲିକ୍‌‌ରୁ ନିଆଁ ୩ ଆହତ..

ମଦ ବ୍ୟବସାୟୀଙ୍କ ଘରେ ଆୟକର ଟିମ୍‌‌ର ଚଢାଉ ଜାରି..

ଭେଟାରାନ୍‌ ବଲିଉଡ୍‌ ଅଭିନେତା ଜୁନିଅର୍‌ ମେହେମୁଦଙ୍କ ପରଲୋକ..

ବହୁଦିନ ଧରି କର୍କଟରେ ଆକ୍ରାନ୍ତ ଥିଲେ..

ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଆହତ..

ସ୍ନାନାଗାରରେ ପଡି ଆହତ ହୋଇଥିବା ସୂଚନା..

ନୂଆଦିଲ୍ଲୀ : ପୁଣି ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌‌ ..

୬.୫%ରେ ଅପରିବର୍ତ୍ତିତ ରହିଥିବା ନେଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସୂଚନା..

ଭୁବନେଶ୍ୱର : ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ..

ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ..

ବାଙ୍କୀ ମହାନଦୀର ଯାତମୁଣ୍ଡିଆ ବ୍ରିଜ ଉପରୁ ଡେଇଁଥିଲେ ଯୁବକ..

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories