www.samajalive.in
Monday, December 8, 2025
20.1 C
Bhubaneswar

ସୋନିଆ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : କଂଗ୍ରେସର ପୂର୍ବତନ ସଭାପତି ତଥା ବରିଷ୍ଠ ନେତା ସୋନିଆ ଗାନ୍ଧୀଙ୍କର ଶନିବାର ଜନ୍ମଦିନ। ସେ ୭୭ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ତାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
ପ୍ରଧାନମନ୍ତ୍ରୀ ମୋଦୀ, ଜନ୍ମଦିନର ଶୁଭେଚ୍ଛା ଜଣାଇ ଏକ୍ସରେ ଲେଖିଛନ୍ତି, ସୋନିଆ ଗାନ୍ଧୀଙ୍କୁ ତାଙ୍କ ଜନ୍ମଦିନରେ ଶୁଭକାମନା। ଭଗବାନ ତାଙ୍କୁ ଦୀର୍ଘ ଓ ସୁସ୍ଥ ଜୀବନ ଦିଅନ୍ତୁ।


ଏହାସହ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଓ ବିଭିନ୍ନ ମହଲରୁ ସୋନିଆ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories