www.samajalive.in
Thursday, December 11, 2025
16.1 C
Bhubaneswar

୧୨୭ ବାଟାଲିୟନ ସିଆରପିଏଫ ପକ୍ଷରୁ ଜନସମ୍ପର୍କ ଶିବିର 

ଫୁଲବାଣୀ: -କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଭଣ୍ଡରଙ୍ଗୀ ୧୨୭ ବାଟାଲିୟନ ସିଆରପିଏଫ ପକ୍ଷରୁ  ଜନସମ୍ପର୍କ ଶିବିର ଆୟୋଜିତ କରାଯାଇଛି l  ଭଣ୍ଡରଙ୍ଗୀ ପଂଚାୟତ ନିକଟସ୍ଥ  ଗୋଛାଗୁରା, ନବଗାଁ, ଶିରକି, ସାରଳାଘାଟିଓ ମାରଦିଘାଟି ଗାଁ ୪00 ଗରିବ ପରିବାର ଲୋକମାନଙ୍କୁ   ମାଗଣା ଔଷଧ, କମଳ ଓ ସୋଲାର ଲାଇଟ ବଣ୍ଟନ କରାଯାଇଛି । ଏହି କାର୍ଯ୍ୟକ୍ରମ ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ ଏହି ପ୍ରକ୍ରିୟା ଆୟୋଜିତ ହୋଇଥିଲା |ଆଗାମୀ ଦିନରେ କନ୍ଧମାଳ ଜିଲାର ଅନ୍ୟାନ୍ୟ ଅଞ୍ଚଳରେ ମଧ୍ୟ ଏଭଳି କାର୍ଯ୍ୟକ୍ରମ କରାଯିବ ବୋଲି କମାଣ୍ଡାଣ୍ଟ ୧୨୭ ବାଟାଲି୍ୟାନ  କହିଛନ୍ତି।ଏହି କାର୍ଯ୍ୟକ୍ରମରେ ଭଣ୍ଡରଙ୍ଗୀ ପରପଞ୍ଚ ବୁଦ୍ଧିଜୀବୀ ଉପସ୍ଥିତ ରହିଥିଲେ।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories