www.samajalive.in
Sunday, December 7, 2025
26.1 C
Bhubaneswar

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଲୋକ ଅଦାଲତ

ବୌଦ୍ଧ: ଜିଲ୍ଲା ଆଇନ ସେବା ପ୍ରାଧିକରଣ, ବୌଦ୍ଧ ଦ୍ୱାରା ଏକ ରଷ୍ଟ୍ରୀୟ ଲୋକ ଅଦାଲତ ଜିଲ୍ଲା ଓ ଦୌରା ଜଜ୍‌‌ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ବିକ୍ରମ କୁମାର ପ୍ରାଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି। ଏହି ଲୋକ ଅଦାଲତରେ ସର୍ବମୋଟ ୩୦ଟି ବିଚାରଧୀନ ମୋଟର ଦୂର୍ଘଟଣା ଜନିତ ମକଦ୍ଦମା, ପାରିବାରିକ ମାମଲା, ଦେୱାନି ମକଦ୍ଦମା, ଗ୍ରାହକ ବିବାଦ,ଏନଆଇ ଆକ୍ଟ,କ୍ରିମିନାଲ କମ୍ପାଉଣ୍ଡେବୁଲ, ମନି ରିକଭରି ଏବଂ ୧୦ଟି ପ୍ରାକ ମକଦ୍ଦମା ବ୍ୟାଙ୍କ କେସ୍‌‌ ଫୈସଲା କରାଯାଇ ମୋଟ ୨୮,୮୯.୫୪୮/- ଟଙ୍କା ଆଦାୟ କରିଯାଇଥିଲା। ଏଥିରେ ପରିବାର ଅଦାଲତ ବିଚାରପତି ଅଳ୍ପନା ସ୍ୱାଇଁ, ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ସରୋଜିନି ପତି, ମୁଖ୍ୟ ବିଚାରବିଭାଗୀୟ ଦଣ୍ଡାଧିକାରୀ ବିଶ୍ୱେସର ବିଶ୍ୱପ୍ରକାଶ ରାୟ, ବରିଷ୍ଠ ଦେୱାନୀ ବିଚାରପତି ସିତିକଣ୍ଠ ପ୍ରଧାନ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ସାସ୍ୱତି ମିଶ୍ର ଓ ଉପଖଣ୍ଡିୟ ବିଚାର ବିଭାଗୀୟ ଅଧିକରୀ ସୁଶ୍ରୀ ସଙ୍ଗିତା ଦାସ ଉପସ୍ଥିତ ଥିଲେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories