www.samajalive.in
Sunday, December 7, 2025
26.1 C
Bhubaneswar

ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ

ଫୁଲବାଣୀ: ସ୍ଥାନୀୟ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟ ପକ୍ଷରୁ ଯୁବ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ବେଳେ ଆଜି ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କ ପକ୍ଷରୁ ସଡ଼କ ସୁରକ୍ଷା ସଚେତନ ଅନୁଷ୍ଠିତ ହୋଇଥିଲା। ମହାବିଦ୍ୟାଳୟ ପରିସରରୁ ଛାତ୍ରଛାତ୍ରୀ ମାନେ ଶୋଭାଯାତ୍ରରେ ବାହାରି ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯାଇଥିବା ବେଳେ ଏହାକୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼.ସୁବାଷ ଚନ୍ଦ୍ର ପ୍ରଧାନ ଆନୁଷ୍ଠାନିକ ଭାବେ ଉଦ୍‌‌ଘାଟନ କରିଥିଲେ। ସେହିଭଳି ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଭୋଟର ସଚେତନ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ଏଥିରେ କନ୍ଧମାଳ ଉପଜିଲାପାଳ ଜ୍ୟୋତି ଶଙ୍କର ରାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ଭୋଟର ପଞ୍ଜିକରଣ ଓ ଭୋଟ ହାର ବୃଦ୍ଧି ଉପରେ ଆଲୋକପାତ କରିଥିଲେ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories