www.samajalive.in
Sunday, December 7, 2025
13.1 C
Bhubaneswar

ଉତ୍ତରାଧିକାରୀ ଘୋଷଣା କଲେ ମାୟାବତୀ; ଆକାଶ ଆନନ୍ଦଙ୍କ କାନ୍ଧରେ ‘ବିଏସ୍‌ପି’ ଭାର

ଲକ୍ଷ୍ନୌ: ବହୁଜନ ସମାଜ ପାର୍ଟିର(ବିଏସ୍‌ପି) ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀ ରବିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଲକ୍ଷ୍ନୌରେ ଆୟୋଜିତ ଦଳୀୟ ବୈଠକରେ ସେ ନିଜ ରାଜନୈତିକ ଉତ୍ତରାଧିକାରୀ ଘୋଷଣା କରିଛନ୍ତି। ପୁତୁରା ଆକାଶ ଆନନ୍ଦଙ୍କୁ ସେ ନିଜ ରାଜନୈତିକ ଉତ୍ତରାଧିକାରୀ ଭାବେ ଘୋଷଣା କରିଛନ୍ତି।

- Advertisement -

ମାୟାବତୀ ଦଳର ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଏବଂ ରାଜ୍ୟର ପ୍ରମୁଖ ପଦାଧିକାରୀମାନଙ୍କୁ ଏହି ବୈଠକକୁ ଡାକିଥିଲେ। ଆକାଶ ଆନନ୍ଦ ହେଉଛନ୍ତି ମାୟାବତୀଙ୍କ ସାନଭାଇ ଆନନ୍ଦ କୁମାରଙ୍କ ପୁଅ।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories