www.samajalive.in
Monday, December 15, 2025
24.1 C
Bhubaneswar

ମୋହନ ଯାଦବ ମଧ୍ୟପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ନାଁକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ମୋହନ ଯାଦବ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ। ବିଜେପି ବିଧାୟକ ଦଳ ବୈଠକରେ ସର୍ବସମ୍ମତିକ୍ରମେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଯାଦବଙ୍କ ନାଁରେ ମୋହର ବାଜିଛି। ଏଥିସହ ଦୁଇ ଜଣଙ୍କୁ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଦାୟିତ୍ବ ଦିଆଯାଇଛି। ରାଜେଶ ଶୁକ୍ଳା ଓ ଜଗଦୀଶ ଦେଓଡ଼ା ହେବେ ମଧ୍ୟପ୍ରଦେଶ ଉପମୁଖ୍ୟମନ୍ତ୍ରୀ। ସେହିପରି ନରେନ୍ଦ୍ର ସିଂହ ତୋମର ବିଧାନସଭା ବାଚସ୍ପତି ହେବେ ବୋଲି ବୈଠକରେ ଚୂଡ଼ାନ୍ତ ହୋଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories