www.samajalive.in
Sunday, December 7, 2025
14.1 C
Bhubaneswar

ଡିସେମ୍ବରରେ ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ୱର : ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀା ଡିସେମ୍ବର ମାସରେ ମୋଦୀଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ସମ୍ଭାବନା ରହିଛି। ପଶ୍ଚିମ ଓଡିଶାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସି ପାରନ୍ତି। ଏନେଇ ମଙ୍ଗଳବାର ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀଙ୍କ ପକ୍ଷରୁ ସୂଚନା ମିଳିଛି। ଅନ୍ୟ କେନ୍ଦ୍ରୀୟ ନେତୃତ୍ୱ ମଧ୍ୟ ଜାନୁଆରୀ ମାସ ମଧ୍ୟରେ ଓଡିଶା ଆସି ପାରନ୍ତି। ଗୃହମନ୍ତ୍ରୀ ଅମିତ ଶାହା ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପୀ ନଡ୍ଡା ମଧ୍ୟ ଓଡିଶା ଆସିପାରନ୍ତି।

Hot this week

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

Related Articles

Popular Categories