www.samajalive.in
Monday, December 8, 2025
16.1 C
Bhubaneswar

ଟିଏମସି ସାଂସଦ ଡେରେକ୍‌ ଓବ୍ରାଇନ୍‌ ନିଲମ୍ବିତ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ସାଂସଦ ଡେରେକ୍‌ ଓବ୍ରାଇନ୍‌ଙ୍କୁ ଗୁରୁବାର ରାଜ୍ୟସଭାରୁ ନିଲମ୍ବନ କରାଯାଇଛି। ସଂସଦରେ ସୁରକ୍ଷା ଭଙ୍ଗ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ ସମୟରେ ଓବ୍ରାଇନ୍‌ ହୋହଲ୍ଲା କରି ଗୃହର ମଧ୍ୟଭାଗକୁ ଚାଲି ଆସିଥିଲେ। ଏହାପରେ ତାଙ୍କୁ ଗୃହରୁ ନିଲମ୍ବନ କରାଯାଇଛି। ଏଥିସହ ରାଜ୍ୟସଭାକୁ ଦିନ ୨ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories