www.samajalive.in
Wednesday, December 10, 2025
18.1 C
Bhubaneswar

ଶାରୀରିକ ଶିକ୍ଷା ଶିକ୍ଷକ ନିଯୁକ୍ତି ଫଳ ପ୍ରକାଶ, ୪୫୨ ଯୋଗ୍ୟ ବିବେଚିତ

ଡେସ୍କ: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ ପକ୍ଷରୁ ଶାରୀରିକ ଶିକ୍ଷା ଶିକ୍ଷକ (ପିଇଟି) ନିଯୁକ୍ତି ସମ୍ପର୍କୀୟ ପ୍ରୋଭିଜିନାଲ ଫଳ ପ୍ରକାଶ ପାଇଛି। ୮୪୧ଟି ପଦବୀ ନିମନ୍ତେ ବିଜ୍ଞାପନ ହୋଇଥିବା ବେଳେ ୪୫୨ ପ୍ରାର୍ଥୀ ନିଯୁକ୍ତ ହୋଇଛନ୍ତି।

- Advertisement -

ଏହି ନିଯୁକ୍ତି ସମ୍ବନ୍ଧିତ ସବିଶେଷ ଫଳ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ ୱେବ୍‌ସାଇଟ୍ https://www.ossc.gov.in/Public/Pages/View_Content.aspx?id=8ucZZ0qxTEidPUFJsbJ1Eg==ରେ ଉପଲବ୍ଧ ହେଉଛି। ଏହି ପରୀକ୍ଷା ପାଇଁ ପ୍ରାଥମିକ ଏବଂ ଲିଖିତ ପରୀକ୍ଷା ପରେ ସାର୍ଟିଫିକେଟ ଯାଞ୍ଚ କରାଯାଇଥିଲା। କମିଶନ ପକ୍ଷରୁ ଏହି ପଦବୀ ପାଇଁ ଆବେଦନ କରିଥିବା ସମସ୍ତ ପ୍ରାର୍ଥୀ ଏବଂ ସଫଳ ପ୍ରାର୍ଥୀମାନଙ୍କ ଉଜ୍ଜ୍ଵଳ ଭବିଷ୍ୟତ କାମନା କରାଯାଇଛି।

https://youtu.be/Nv3iNFjqDJg

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories