www.samajalive.in
Sunday, December 7, 2025
26.1 C
Bhubaneswar

ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ

ଢେଙ୍କାନାଳ : ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ଶୁକ୍ରବାର ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା କଣ୍ଟାବଣିଆ ଥାନା ମାନପୁର ଗାଁରେ ଘଟିଛି। ଜେନେରେଟର ଧୂଆଁରେ ଶ୍ୱାସୁରୁଦ୍ଧ ହୋଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏଥିରେ ଆଉ ଜଣେ ଗୁରୁତର ହୋଇଥିବା ସହ ତାଙ୍କୁ ଅନୁଗୁଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories