ଶପଥ ନେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା
ଜୟପୁର : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶୁକ୍ରବାର ଭଜନଲାଲ ଶର୍ମା ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ରାଜ୍ୟପାଳ କଲରାଜ ମିଶ୍ର ଶପଥ ପାଠ କରାଇଛନ୍ତି। ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିଛନ୍ତି। ଗୃହ ମନ୍ତ୍ରୀ ଅମିତ ଶାହା,ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସାମିଲ ରହିଛନ୍ତି। ଅନ୍ୟ ବିଶିଷ୍ଟ ବ୍ୟକ୍ତି ମଧ୍ୟ ସାମିଲ ରହିଛନ୍ତି। ପ୍ରେମଚନ୍ଦ୍ର ବୈରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।
Comments are closed.