www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ଭୁବନେଶ୍ବରରେ ୨ ଶହ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଆଇପିଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର.. ବି. ରାଧିକା ହେଲେ ପୁଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ..

- Advertisement -

ମଥୁରା କୃଷ୍ଣଜନ୍ମଭୂମି ମାମଲା.. ଆହ୍ଲାବାଦ ହାଇକୋର୍ଟଙ୍କ ରାୟରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ..

ତୁମୁସିଙ୍ଗା ଥାନା ମାଛିଆ ଗାଁସ୍ଥିତ ଶକ୍ତି ମଲ୍ଟଏୟାର ଆଣ୍ଡ ଲିମୋନେଡ଼ କମ୍ପାନୀରେ ଆୟକର ଚଢ଼ାଉ..

୨୦୨୪ ସାଧାରଣ ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ନାହିଁ ୫-ଟି ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ.. ବିଜେଡିର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ସ୍ପଷ୍ଟ କଲେ ନିଜେ ପାଣ୍ଡିଆନ..

ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି ଆଉ ୫ ବର୍ଷ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ..

ଶପଥ ନେଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା..

ଢେଙ୍କାନାଳ : ଇଟାଭାଟିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ..

ରାଜ୍ୟରେ ବଢୁଛି ଶୀତ.. ୧୦ ଡିଗ୍ରୀ ତଳେ ୭ ସହର..

ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା ଆରମ୍ଭ ହେବ..

ଦିଲ୍ଲୀ ପୁଲିସର ସ୍ୱତନ୍ତ୍ର ସେଲ୍‌‌ ଦ୍ୱାରା ୨ ସନ୍ଦିଗ୍ଧ ଅଟକ.. ଗିରଫ ଅଭିଯୁକ୍ତଙ୍କ ସହ ୨ ସନ୍ଦିଗ୍ଧଙ୍କ ଲିଙ୍କ୍‌‌ ଥିବା ସନ୍ଦେହ..

କଟକ : ରାସ୍ତାକଡ ମାଛ ଓ ମାଂସ ଦୋକାନରେ ସିଏମସିର ଚଢାଉ.. ବିଜୁପଟ୍ଟନାୟକ ଛକ ସହ ବିଭିନ୍ନ ଛକରେ ଏନଫୋର୍ସମେଣ୍ଟ ଟିମ୍‌‌ର ଚଢାଉ..

ସିସୋଦିଆଙ୍କୁ ସୁପ୍ରିମ ଝଟ୍‌କା.. ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପୁନର୍ବିଚାର ଆବେଦନ ଖାରଜ କରି ପୁନର୍ବାର ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories