www.samajalive.in
Saturday, December 13, 2025
15.1 C
Bhubaneswar

ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ ସିରିଜ, ମହମ୍ମଦ ସାମି ବାଦ୍‌

ଡେସ୍କ: ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜରୁ ଦଳର ଦ୍ରୁତ ବୋଲର ମହମ୍ମଦ ସାମି ବାଦ୍‌ ପଡ଼ିଛନ୍ତି। ବିସିସିଆଇର ଡାକ୍ତରୀ ଦଳ ସାମିଙ୍କୁ ଖେଳିବା ପାଇଁ ଅନୁମତି ଦେଇନାହିଁ। ଅନ୍ୟପକ୍ଷରେ ଭାରତୀୟ ଦିନିକିଆ ଦଳରେ ସ୍ଥାନ ପାଇଥିବା ପେସ୍‌ ବୋଲର ଦୀପକ ଚହର ମଧ୍ୟ ଏହି ଶୃଙ୍ଖଳା ଖେଳି​ବେ ନାହିଁ। ବ୍ୟକ୍ତିଗତ କାରଣରୁ ସେ ଦଳରୁ ଓହରି ଯାଇଥିବା ଜଣାପଡିଛି। ତାଙ୍କ ସ୍ଥାନରେ ଦ୍ରୁତ ବୋଲର ଆକାଶଦୀପଙ୍କୁ ଦଳରେ ସାମିଲ କରାଯାଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories