www.samajalive.in
Wednesday, December 10, 2025
26.1 C
Bhubaneswar

କୁଏତର ଅମୀରଙ୍କ ଦେହାନ୍ତ, ଆଜି ରାଷ୍ଟ୍ରୀୟ ଶୋକ

ଡେସ୍କ: କୁଏତର ଅମୀର ଶେଖ ନୱାଫ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାଙ୍କ ସମ୍ମାନାର୍ଥେ ସରକାର ଆଜି ସାରା ଦେଶରେ ଶୋକ ଦିବସ ଘୋଷଣା କରିଛନ୍ତି। ଗତକାଲି କୁଏତର ଅମୀରଙ୍କ ଦେହାନ୍ତ ହୋଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ ଆମୀରଙ୍କ ଦେହାନ୍ତରେ ସରକାର ଏବଂ ଭାରତବାସୀ ଗଭୀର ସମବେଦନା ଜଣାଇଛନ୍ତି।

କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀ ଭାରତବାସୀ ଏବଂ ସରକାରଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ଦୂତ ଭାବରେ କୁଏତ ଗସ୍ତରେ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ସେ କୁଏତର ନୂତନ ଅମୀର ଶେଖ ମେଶଲ ଅଲ-ଅହମ୍ମଦ ଅଲ-ଜବର ଅଲ-ସବାଙ୍କୁ ରାଷ୍ଟ୍ରପତି ତଥା ପ୍ରଧାନମନ୍ତ୍ରୀଙ୍କ ତରଫରୁ ଏକ ବ୍ୟକ୍ତିଗତ ସମବେଦନା ପତ୍ର ପ୍ରଦାନ କରିବେ।

Hot this week

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

Related Articles

Popular Categories