www.samajalive.in
Saturday, December 13, 2025
26.1 C
Bhubaneswar

ଟାଙ୍ଗର ମୁଣ୍ଡା ରାସ୍ତା ଦୁର୍ଘଟଣାରେ ମୃତକଙ୍କ ପାଇଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସୁନ୍ଦରଗଡ ଜିଲ୍ଲାର ଟାଙ୍ଗର ମୁଣ୍ଡା ନିକଟରେ ଏକ ସଡକ ଦୁର୍ଘଟଣାରେ 5 ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ମୃତାହତ ସମସ୍ତ ବ୍ୟକ୍ତି ସୁନ୍ଦରଗଡ଼ ଜିଲ୍ଲା ର ବୋଲି ଜଣାପଡିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories