www.samajalive.in
Sunday, December 7, 2025
23.1 C
Bhubaneswar

ଦ୍ୱାରଶୁଣି ଘାଟିରେ ଦୁର୍ଘଟଣା; ୧୦ ପୁଲିସ ଆହତ

କଳାବାଡିଆ: ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ସୋମବାର ପୁଲିସ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ ଜଣ ପୁଲିସ କର୍ମଚାରୀ ଆହତ ହୋଇଛନ୍ତି। କରଞ୍ଜିଆରୁ ବାରିପଦା ଆସୁଥିବା ପୁଲିସ ରିଜର୍ଭର ଏକ ଭ୍ୟାନର ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍ ସହିତ ଧକ୍କା ହୋଇଥିଲା ବୋଲି ଜଣାପଡ଼ିଛି। ସମସ୍ତଙ୍କୁ ବାଙ୍ଗିରିପୋଷି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ତେବେ କେହି ଗୁରୁତର ନଥିବା ସୂଚନା ମିଳିଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories