www.samajalive.in
Friday, December 12, 2025
15.1 C
Bhubaneswar

ପୁଣି କୋଭିଡ: ରାଜ୍ୟକୁ ସତର୍କ କଲା କେନ୍ଦ୍ର

ନୂଆଦିଲ୍ଲୀ: ପୁଣି ମୁଣ୍ଡ ଟେକୁଛି କୋଭିଡ, କେନ୍ଦ୍ର ଜାରି କଲା ସତର୍କ ସୂଚନା। ସବୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଚିଠି ଲେଖାଯାଇଛି। ନୂଆ ଭାରିଆଣ୍ଟ ଜେଏନ ୧ ଭାରତରେ ମିଳିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସବୁ ରାଜ୍ୟ ସରକାରଙ୍କୁ ସତର୍କ କରାଯାଇଛି। କେରଳରେ ପୁଣି ସଂକ୍ରମଣ ବଢ଼ିବାରୁ ସତର୍କ ପାଇଁ ପରାମର୍ଶ ଦିଆଯାଇଛି। ନୂଆବର୍ଷ ଉତ୍ସବ ଯୋଗୁଁ ସଂକ୍ରମଣ ବଢ଼ିବା ଆଶଙ୍କା ଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସତର୍କ କରାଯାଇଛି। ଜିଲାସ୍ତରରେ ‘ସାରି’ ଓ ‘ଇଲି’ ଲକ୍ଷଣ ପ୍ରତି ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି। ଜିଲାସ୍ତରରେ ବି ପର୍ଯ୍ୟାପ୍ତ ଟେଷ୍ଟିଂ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି। ଆରଟିପିସିଆର ଟେଷ୍ଟ ସହ ପଜିଟିଭକୁ ଜିନମ ସିକ୍ୟୁଏନସିଂ ପାଇଁ ପଠାଇବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories