www.samajalive.in
Tuesday, December 9, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ଫସିଲେ ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବର, କନିଷ୍ଠ କିରାଣୀ

ସମ୍ବଲପୁର : ଭିଜିଲାନ୍ସ ଜାଲରେ ମଙ୍ଗଳବାର ଫସିଲେ ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବର ଓ ଜଣେ କର୍ମଚାରୀ। ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷ କାର୍ଯ୍ୟାଳୟର ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ର ଓ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ଚଢାଉ ଜାରି ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘର ସମେତ ୬ଟି ସ୍ଥାନରେ ଚଢାଉ ଜାରି ରହିଥିବା ବେଳେ କନିଷ୍ଠ କିରାଣି ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଧ୍ୟ ଚଢାଉ କରାଯାଉଛି। ଲକ୍ଷ୍ମୀ ନାରାୟଣଙ୍କ କାର୍ଯ୍ୟାଳୟ ସହ କ୍ୱାଟର ଓ ବାସଭବନରେ ଚଢାଉ ହୋଇଛି। ଏହି ଚଢାଉରେ ୬ ଡିଏସପି,୯ ଇନ୍ସପେକ୍ଟର ଓ ୬ ଜଣ ଏଏସଆଇ ନିୟୋଜିତ ରହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories