www.samajalive.in
Wednesday, December 10, 2025
16.1 C
Bhubaneswar

ଓଷ୍ଟା ବ୍ଲକସ୍ତରୀୟ ଶିଶୁ ଉତ୍ସବ

କାଣ୍ଟାବାଞ୍ଜି: ଓଡିଶା ମାଧ୍ୟ୍ୟମିକ ଶିକ୍ଷକ ସଂଘ (ଓଷ୍ଟା) ଆନୁକୂଲ୍ୟରେ କୁଇବାହାଲ ପଲ୍ଲିବିକାଶ ଉଚ୍ଚ ବିଦ୍ୟାଳୟ ଠାରେ ତୁରେକେଲା ବ୍ଲକ ସ୍ତରୀୟ ଶିଶୁ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଇସି ସଭ୍ୟ ସୁରେନ୍ଦ୍ର ମହାନ୍ତିଙ୍କ ଅଧକ୍ଷତାରେ ଆୟୋଜିତ ସଭାରେରେ ଅତିଥି ଭାବରେ ସାମାଜିକ କର୍ମୀ ସୁବାଷ ପୁଟେଲ ଯୋଗ ଦେଇଥିଲେ। ଏହି ଶିଶୁମେଳାରେ ଭାଗ ନେଇଥିବା ଛାତ୍ର ଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ଅତିଥି ବୃନ୍ଦ। ଆସନ୍ତା ୨୨ ତାରିଖରେ ଚୟନ ହୋଇଥିବା ଶିଶୁ ଛାତ୍ର ଛାତ୍ରୀ ମାନେ ଜିଲ୍ଲା ସ୍ତରୀୟ ଉତ୍ସବରେ ଭାଗ ନେବେ।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories