www.samajalive.in
Wednesday, December 10, 2025
26.1 C
Bhubaneswar

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରେମଝରିର ବାର୍ଷିକ ଉତ୍ସବ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ ଅନ୍ତର୍ଗତ ଦୁତୀମେଣ୍ଡି ପଞ୍ଚାୟତ ପ୍ରେମଝରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଦୁତୀମେଣ୍ଡି ପଞ୍ଚାୟତ ସମିତି ସଭ୍ୟା ଉଷାବତୀ ଗଣ୍ଡା ଯୋଗ ଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବେ ଖଜୁରୀପଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ବିନୋଦ ବିହାରୀ ଦିଗାଲ ସମ୍ମାନୀତ ଅତିଥି ରୂପେ ଯୋଗ ଦେଇଥିଲେ। ବିଦ୍ୟାଳୟକୁ ସ୍ଥାପନ ହେବାର ଦୀର୍ଘ ୭୫ବର୍ଷ ପରେ ବାର୍ଷିକ ଉତ୍ସବ ପାଳନ କରାଯାଉ ଥିବାରୁ ଛାତ୍ରଛାତ୍ରୀ ଓ ଅଭିଭାବକ ମନରେ ଉତ୍ସାହ ଦେଖି ବାକୁ ମିଳିଥିଲା।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories