www.samajalive.in
Monday, December 8, 2025
16.1 C
Bhubaneswar

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଖାଲି ପଡିଥିବା ଶିକ୍ଷକ ପଦ -ଖୁବ୍ ଶୀଘ୍ର ଜେଟିଏସ୍‌ ଫଳ ପ୍ରକାଶ

ଭୁବନେଶ୍ୱର: ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଖାଲି ପଡିଥିବା ଶିକ୍ଷକ ପଦରୁ ୨୦ ହଜାର ପଦରେ କନିଷ୍ଠ ଶିକ୍ଷକ ସମେଟିଭ୍(ଜେଟିଏସ୍‌) ପୂରଣ କରିବା ପାଇଁ ଓସେପା ପକ୍ଷରୁ ନିଯୁକ୍ତି ପରୀକ୍ଷା ନଭେମ୍ବର ୧୭ରେ ସରିଛି।

 

- Advertisement -

୨୧ରେ ପ୍ରାର୍ଥୀଙ୍କ ନିମନ୍ତେ ଉତ୍ତର ପ୍ରକାଶ କରାଯାଇ ଥିବାବେଳେ ପରୀକ୍ଷା ଫଳ ଚଳିତ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବାର ସମ୍ଭାବନା ରହିଛି। ଫଳ ପ୍ରକାଶ ପାଇଁ ଓସେପା ପକ୍ଷରୁ ସମସ୍ତ ପ୍ରକ୍ରିୟା ଶେଷ ହୋଇଥିବା ଜଣାପଡିଛି।

ପତ୍ନୀଙ୍କ କୀଡ୍‌ନୀ ବିକିବ କହି ନେଇଥିଲା ୧୨ ଲକ୍ଷ , ଏବେ ପୁଲିସ ଜିମାରେ

#samaja #Latest_Odisha_News, #LiveUpdates , #National_News_In_Odia, #WeatherUpdates

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories