ଅପେକ୍ଷାର ଅନ୍ତ ; ଅନୁଭବ-ବର୍ଷା, ବିବାହ ବିଚ୍ଛେଦ ପାଇଁ ହାଇକୋର୍ଟଙ୍କ ଅନୁମତି
କଟକ : ଦୀର୍ଘ ଦିନର ବାଦ ବିବାଦ ପରେ ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ଅନ୍ତ ଘଟିଛି। ଅନୁଭବ ଓ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାରେ ଗୁରୁବାର ହାଇକୋର୍ଟ ରାୟ ଦେଇଛନ୍ତି। ବିବାହ ବିଚ୍ଛେଦ ପାଇଁ ହାଇକୋର୍ଟ ଅନୁଭବଙ୍କୁ ଅନୁମତି ଦେଇଛନ୍ତି। ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପରିବାର ଅଦାଲତ ରାୟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି। ପାରିବାରିକ ବିବାଦ ମାମଲାରେ ଅନ୍ତ ଘଟିଛି।
Comments are closed.