www.samajalive.in
Wednesday, December 10, 2025
16.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ମହାପ୍ରଭୁଙ୍କୁ ନିମନ୍ତ୍ରଣ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ଗୁରୁବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନିମନ୍ତ୍ରଣ କରାଯାଇଛି। ଆସନ୍ତା ଜାନୁଆରୀ ୧୭ରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବ ପାଇଁ ପ୍ରଥମ ନିମନ୍ତ୍ରଣ ପତ୍ର ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ କରାଯାଇଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ସମ୍ପର୍କିତ ନିମନ୍ତ୍ରଣ ପତ୍ରକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ, ପରିଚାଳଚନା କମିଟିର ୫ ଜଣ ପ୍ରତିନିଧିଙ୍କ ସମେତ ବରିଷ୍ଠ ସେବାୟତମାନେ  ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ଶ୍ରୀମନ୍ଦିରକୁ ନେଇ ମହାପ୍ରଭୁଙ୍କ ଶ୍ରୀଚରଣରେ ଅର୍ପଣ କରିଛନ୍ତି। ପାଟ ପଟୁଆରରେ ଜଗନ୍ନାଥଙ୍କ ପାଖକୁ ଏହି ନିମନ୍ତ୍ରଣ ପତ୍ର ଯାଇଥିଲା। ମହାପ୍ରଭୁଙ୍କ ପରେ ପ୍ରଭୁ ନୃସିଂହ, ମା’ ବିମଳା, ମା’ ମଙ୍ଗଳା ଓ ଶେଷରେ ପଞ୍ଚୁ ପାଣ୍ଡବଙ୍କୁ ନିମନ୍ତ୍ରଣ କରାଯାଇଛି।

Hot this week

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

Related Articles

Popular Categories