www.samajalive.in
Monday, December 8, 2025
27.1 C
Bhubaneswar

ହାଡ ଭଙ୍ଗା ଜାଡ ; ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର

ଭୁବନେଶ୍ୱର : ହାଡ ଭଙ୍ଗା ଜାଡରେ ଥରୁଛି ସାରା ରାଜ୍ୟ। ୧୦ ଡିଗ୍ରୀ ତଳେ ୧୬ ସହରର ରାତି ତାପମାତ୍ରା ରେକର୍ଡ କରାଯାଇଛି। ୪.୭ ଡିଗ୍ରୀ ସହ ଜି.ଉଦୟଗିରି ସବୁଠାରୁ ଥଣ୍ଡା ସହର।


ସିମିଳିଗୁଡା ୫.୬, ଫୁଲବାଣୀ ୬, କିରେଇ ୭.୧, କୋରାପୁଟ ୭.୭, କେନ୍ଦୁଝର ୭.୮, ଦାରିଙ୍ଗବାଡି ୮, ଅନୁଗୁଳ ୮.୬, ରାଉରକେଲା ୮.୭, ସୁନ୍ଦରଗଡ ଓ ନବରଙ୍ଗପୁର ୯, ସୋନପୁର ୯.୩, ଝାରସୁଗୁଡା ଓ ରାଣୀତାଲ ୯.୪, ଚିପିଲିମା ୯.୮, କଟକ ୧୩.୨, ଭୁବନେଶ୍ୱର ତାପମାତ୍ରା ୧୩.୪ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories