www.samajalive.in
Monday, December 8, 2025
14.1 C
Bhubaneswar

ସାଧାରଣତନ୍ତ୍ର ଦିବସ: ଏଥର ଅତିଥି ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ

ନୂଆଦିଲ୍ଲୀ: ଏଥର ଜାନୁଆରୀ ୨୬ ସାଧାରଣତନ୍ତ୍ର ଦିବସ ପାଳନ ସମାରୋହରେ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରନ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଜାନୁଆରୀ ୨୬ ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ମୁଖ୍ୟ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଥିଲା। ତେବେ କିଛି କାରଣ ଯୋଗୁ ଜାନୁଆରୀରେ ସେ ଭାରତ ଆସିବାକୁ ଅକ୍ଷମତା ପ୍ରକାଶ କରିଥିଲେ। ଏହାପରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନଙ୍କୁ ସାଧାରଣତନ୍ତ୍ର ଦିବସର ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।

ସୂଚନାଯୋଗ୍ୟ, ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ  ଜୁଲାଇରେ ମାକ୍ରନଙ୍କ ନିମନ୍ତ୍ରଣକ୍ରମେ ଫ୍ରାନ୍ସ ଯାଇଥିଲେ। ପ୍ୟାରିସରେ ବଷ୍ଟିଲ୍ ଡେ ପ୍ୟାରେଡରେ ମୋଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ।

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories