www.samajalive.in
Monday, December 15, 2025
16.1 C
Bhubaneswar

ଇଣ୍ଡିଆ ମେଣ୍ଟ ପକ୍ଷରୁ ରାଷ୍ଟ୍ରପତିଙ୍କୁ ଦାବିପତ୍ର ପ୍ରଦାନ

ନବରଙ୍ଗପୁର: ଚଳିତ ଶୀତକାଳୀନ ସଂସଦୀୟ ଅଧିବେଶନରେ ଉଭୟ ରାଜ୍ୟସଭା ଓ ଲୋକସଭାର ୧୪୧ ଜଣ ସଦସ୍ୟଙ୍କୁ ଲୋକସଭା ବାଚସ୍ପତି ନିଲମ୍ବନ କରିବା ଦ୍ଵାରା ଭାରତୀୟ ଗଣତନ୍ତ୍ରରେ ଏକ ଗଣତାନ୍ତ୍ରିକ ମୂଲ୍ୟବୋଧର ହତ୍ୟା ବୋଲି ବିରୋଧି କଂଗ୍ରେସ ଓ ଇଣ୍ଡିଆ ମେଣ୍ଟ ସମାଲୋଚନା କରିଛି। ଏଥିପାଇଁ ଅଖିଳ ଭାରତୀୟ କଂଗ୍ରେସ କମିଟିର ନିର୍ଦ୍ଦେଶରେ ଆଜି ନବରଙ୍ଗପୁର ଜିଲା କଂଗ୍ରେସ କମିଟି ତରଫରୁ ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଜିଲାର ବରିଷ୍ଠ ସଦସ୍ୟ ମାନେ ମିଶି ଏହି ଅଗଣତାନ୍ତ୍ରିକ କାର୍ଯ୍ୟକୁ ନିନ୍ଦା କରିବା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେରେ ଧାରଣା ଦେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରିଛନ୍ତି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories