www.samajalive.in
Saturday, December 6, 2025
16.1 C
Bhubaneswar

ଏହି ସମୟରେ ଶନିଙ୍କ ଦୃଷ୍ଟି ଶୁଭଫଳ ପ୍ରଦାନ କରେ

ପ୍ରତ୍ୟେକ ଶନିବାର ଦିନ ଲାଲ ରଙ୍ଗର ବସ୍ତ୍ର ଧାରଣ କରି ପ୍ରଭୁ ହନୁମାନଙ୍କ ନିକଟରେ ଚାଳିଶା ପାଠ କରନ୍ତୁ।
ପ୍ରତ୍ୟେକ ଶନିବାର ଦିନ ସନ୍ଧ୍ୟାକାଳରେ ପଶ୍ଚିମ ଦିଗରେ ଦୀପ ଜଳାଇ ଶନିଙ୍କ ମନ୍ତ୍ର ଜପ କରନ୍ତୁ।
ଘରର ଗୁରୁଜନଙ୍କ ସହ ଭଲ ବ୍ୟବହାର କରନ୍ତୁ।
ନୀଳ ଓ ଆକାଶୀ ରଙ୍ଗର ବସ୍ତ୍ର ଅଧିକ ପରିଧାନ କରନ୍ତୁ।
କେଉଁ ସମୟରେ ଶନିଙ୍କ ଦୃଷ୍ଟି ଶୁଭ ଫଳ ପ୍ରଦାନ କରେ –
ଶନି ଯେଉଁ ସମୟରେ ମକର, କୁମ୍ଭରେ ରହିଲେ ତୁଳା ରାଶିର ବ୍ୟକ୍ତିଙ୍କୁ ଶୁଭଫଳ ମିଳିଥାଏ।
ମେଷ, କର୍କଟ, ସିଂହ ରାଶିରେ ରହିଲେ ସେହି ରାଶିର ବ୍ୟକ୍ତିଙ୍କୁ ଶୁଭଫଳ ମିଳିଥାଏ।
ଶନିଙ୍କ ଉପରେ ବୃହସ୍ପତି ଦୃଷ୍ଟି ରହିଲେ ସେହି ସମୟରେ ମଧ୍ୟ ଉତ୍ତମ ଫଳ ମିଳିଥାଏ।
ଶନିଙ୍କ ଶୁଭ ଦୃଷ୍ଟି ପଡ଼ିବା ମାତ୍ରେ ବ୍ୟକ୍ତି ଜୀବନରେ ଥିବା ସମସ୍ତ କଷ୍ଟରୁ ମୁକ୍ତି ମିଳିବା ସହ ଧନ ପ୍ରାପ୍ତି ହୋଇଥାଏ।
ପ୍ରତ୍ୟେକ ଶନିବାର ଦିନ ଶନିଦେବଙ୍କ ବ୍ରତ ରଖି ଉପବାସ କରନ୍ତୁ।
ସନ୍ଧ୍ୟା ସମୟରେ ଅଶ୍ୱତ୍ଥ ବୃକ୍ଷ ନିକଟରେ ଜଳ ଅର୍ପଣ କରନ୍ତୁ। ସୋରିଷ ତେଲର ଦୀପ ଲଗାନ୍ତୁ।
ଶନିଙ୍କ ମନ୍ତ୍ର ୧୦୮ ଥର ଜପ କରନ୍ତୁ।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories