www.samajalive.in
Saturday, December 6, 2025
23.1 C
Bhubaneswar

ମଧୁପୁର ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଯାପିତ

ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ  ବ୍ଲକ ଅନ୍ତର୍ଗତ ମଧୁପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ମହାସମାରୋହରେ ଉଦଯାପିତ ହୋଇଯାଇଛି। ଦୁଇଦିନ ବ୍ୟାପି ଚାଲିଥିବା ଏହି କ୍ରୀଡାର ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ମଧୁପୁର ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା. ରାଜେଶ ମହାରଣା ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ଆୟୁଷ ଡାକ୍ତର ସୁପ୍ରିୟା ରାଉତରାୟ ଯୋଗ ଦେଇଥିଲେ। ସମ୍ମାନିତ ଅତିଥି ଭାବେ  ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଜଗନ୍ନାଥ ରଣା ଯୋଗ ଦେଇଥିଲେ। ପ୍ରଧାନଶିକ୍ଷକ ବେଦବ୍ୟାସ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ କ୍ରୀଡ଼ା ଶିକ୍ଷକ କାମସେନ ଭୋଇଙ୍କ ସମେତ ସସ୍ମିତା ସାହୁ, ନମିତା ମାଝୀ, ସତ୍ୟବାଦୀ ନାଏକ, ମାମିନା ସାହୁ, ପାର୍ଥ ଶବର, ସୁଧାଂଶୁ ଶେଖର ସାସମଲ, ବସନ୍ତ ପାଣ୍ଡେ, ସାରିକା ପଣ୍ଡା, ସୋନାଲିକା ପାଢୀ ପ୍ରମୁଖ ପରିଚାଳନା କରିଥିଲେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories