www.samajalive.in
Saturday, December 13, 2025
21.1 C
Bhubaneswar

ଭି.କେ. ପାଣ୍ଡିଆନଙ୍କ ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିଦର୍ଶନ; ଶୀଘ୍ର କାର୍ଯ୍ୟ ଶେଷ କରିବାକୁ ନିର୍ଦେଶ

ସାକ୍ଷୀଗୋପାଳ: ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ରବିବାର ଅପରାହ୍ନ ସମୟରେ ସତ୍ୟବାଦୀ ଗସ୍ତ କରିଛନ୍ତି। ସତ୍ୟବାଦୀର ବକୁଳ ବନରେ ନିର୍ମାଣାଧୀନ ଓଡ଼ିଆ ବିଶ୍ୱବିଦ୍ୟାଳୟ ପରିସର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏଥିସହ କାର୍ଯ୍ୟ ଖୁବଶୀଘ୍ର ଶେଷ କରିବା ନେଇ ଓଡ଼ିଶା ସେତୁ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକଙ୍କୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଉଚ୍ଚ ଶିକ୍ଷା ସଚିବ ଅରବିନ୍ଦ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲାପାଳ କୈଳାଶ ଚନ୍ଦ୍ର ନାୟକ ଓ ବିଶ୍ୱବିଦ୍ୟାଳୟର କୁଳପତି ସବିତା ପ୍ରଧାନଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories