www.samajalive.in
Tuesday, December 9, 2025
15.1 C
Bhubaneswar

ରାଜଧାନୀରେ ଆତଙ୍କ, ଭୁବନେଶ୍ବର ଏୟାରପୋର୍ଟ ଛକରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ବର: ରାଜଧାନୀରେ ଆତଙ୍କ। ଭୁବନେଶ୍ବର ଏୟାରପୋର୍ଟ ଛକରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ଏୟାରପୋର୍ଟ ଛକରେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ କିଛି ଦୁର୍ବୁତ୍ତ। ଫଳରେ ଯୁବକଙ୍କ ହାତ ଓ ମୁଣ୍ଡରେ ଲାଗିଛି ଗଭୀର ଆଘାତ ଲାଗିଥିଲା। ଆହତ ଯୁବକଙ୍କୁ ଚିକିତ୍ସା ପରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି। ତେବେ ଯୁବକଙ୍କୁ କିଏ ଓ କାହିଁକି ଆକ୍ରମଣ କଲେ ତାହା ସ୍ପଷ୍ଟ ହୋଇନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories