www.samajalive.in
Sunday, December 14, 2025
16.1 C
Bhubaneswar

ଗାଜାର ଶରଣାର୍ଥୀ ଶିବିରରେ ବିସ୍ଫୋରଣ ; ୭୦ ମୃତ

ନୂଆଦିଲ୍ଲୀ : ଜାରି ରହିଛି ଯୁଦ୍ଧ। ଇସ୍ରାଏଲ୍‌‌ ହମାସ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ ସହ ବୋମା ମାଡ ଜାରି ରଖିଛି। ରବିବାର ବିଳମ୍ବିତ ରାତିରେ ମଧ୍ୟ ଗାଜାର ଅଲ-ମଗାଜୀ ଶରଣାର୍ଥୀ ଶିବିରରେ ବିସ୍ଫୋରଣ ଘଟି ପ୍ରାୟ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ମହିଳା ଓ ଶିଶୁ ମଧ୍ୟ ରହିଥିବା ଜଣାପଡିଛି। ଆହତଙ୍କୁ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଏହି ଆକ୍ରମଣ ବିଷୟରେ ଇସ୍ରାଏଲ୍‌‌ ସୈନ୍ୟଙ୍କ ପକ୍ଷରୁ କୌଣସି ସୂଚନା ମିଳିନାହିଁ। ଇସ୍ରାଏଲ୍‌‌ ପକ୍ଷରୁ ଆକାଶ ମାର୍ଗରୁ ଶରଣାର୍ଥୀ ଶିବିର ଉପରେ ଆକ୍ରମଣ ହୋଇଥିଲା। ଏଠାରେ ପ୍ରାୟ ୩୩ ହଜାରରୁ ଅଧିକ ଶରଣାର୍ଥୀ ଥିଲେ ବୋଲି ହମାସ୍‌‌ କହିଛି।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories