www.samajalive.in
Monday, December 8, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ନୂଆ ବର୍ଷ ପାଇଁ ପୁରୀରେ ବ୍ୟାପକ ପ୍ରସ୍ତୁତି..

ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ବଢୁଛି ଶ୍ରଦ୍ଧାଳୁଙ୍କ ଭିଡ..

- Advertisement -

ଆଜି ବଡଦିନ.. ସାରା ବିଶ୍ୱ ଧୂମଧାମରେ ପାଳୁଛି..

ନୂଆଦିଲ୍ଲୀ : ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅନ୍ୟ ବରିଷ୍ଠ ମନ୍ତ୍ରୀ..

ଭୁବନେଶ୍ୱର : ୨ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ୭ ଗିରଫ..

ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ ଗିରଫ କରାଯାଇଥିବା ସୂଚନା..

ଫୁଲବାଣୀ : ବଡ ଦିନ ପାଇଁ କନ୍ଧମାଳ ଜିଲାରେ କଡା ସୁରକ୍ଷା.. ସମଗ୍ର ଜିଲାରେ ୪୨ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ..

ଭବାନୀପାଟଣା : ସାନଭାଇକୁ ହତ୍ୟା କଲା ବଡଭାଇ.. ପାରିବାରିକ କଳହରୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା..

ହତ୍ୟା ପରେ ଟାଉନ୍‌‌ ଥାନାରେ ବଡ ଭାଇର ଆତ୍ମ ସମର୍ପଣ..

ଖୋର୍ଦ୍ଧା : ମାନପୁର ଗାଁ ପୋଖରୀ ନିକଟରୁ କଟା ପାପୁଲି ଜବତ..

କଟା ପାପୁଲି ଜବତ କଲା ଜଙ୍କିଆ ଥାନା ପୁଲିସ..

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories