www.samajalive.in
Sunday, December 14, 2025
26.1 C
Bhubaneswar

୨ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣା; ୮ ଗିରଫ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ୨ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ୮ଜଣଙ୍କୁ ପୁଲିସ ଗିରଫ କରିଛି। ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ ଏମାନଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତଙ୍କ ନାଁରେ ପୂର୍ବରୁ ବିଭିନ୍ନ ମାମଲା ରହିଛିା ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୁଲିସ ଚଢାଉ ଜାରି ରଖିଛି।
ସୂଚନା ଯୋଗ୍ୟ, ଡିସେମ୍ବର ୨୪ ତାରିଖରେ ଏୟାରପୋର୍ଟ ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ଅଭିଯୁକ୍ତ ମରଣାନ୍ତକ ଆକ୍ରମଣ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories