www.samajalive.in
Sunday, December 7, 2025
26.1 C
Bhubaneswar

ଅଭାବନୀୟ ; ରାସ୍ତା ନଥିଲା, ପହଞ୍ଚିଲାନି ଆମ୍ବୁଲାନ୍ସ, ନବଜାତ ମୃତ

ରାୟଗଡା : ରାସ୍ତା ନଥିବାରୁ ପହଞ୍ଚିଲାନି ଆମ୍ବୁଲାନ୍ସ। ଚାଲିଗଲା ନବଜାତର ଜୀବନ। ପିପଲପଦର ପଞ୍ଚାୟତ ବାଘମାରୀ ଗାଁରେ ମଙ୍ଗଳବାର ଏଭଳି ଅଭାବନୀୟ ଘଟଣା ଘଟିଛି। ଘରେ ପ୍ରସବ ପରେ ୩ କିମି କାନ୍ଧରେ ବୁହା ହେଲେ ମାଆ ଓ ନବଜାତ। ୩ କିମି ବୁହା ହେବା ପରେ ଆମ୍ବୁଲାନ୍ସରେ ଲକ୍ଷ୍ମୀପୁର ମେଡିକାଲ ଗଲେ। ମାତ୍ର ଲକ୍ଷ୍ମୀପୁର ମେଡିକାଲରେ ନବଜାତକୁ ଡାକ୍ତର ମୃତ ଘୋଷଣା କରିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories