www.samajalive.in
Tuesday, December 9, 2025
16.1 C
Bhubaneswar

ବାଙ୍କୀର ଐତିହକୁ ଜନମାନସରେ ଉଜ୍ଜୀବିତ କରିବ ବାଙ୍କୀ ମହୋତ୍ସବ

କଳାପଥର (ବାଙ୍କୀ): ଜଗନ୍ନାଥପୁର ଗ୍ରାମରେ ଥିବା ଅଗ୍ରଣୀ ସ୍ଵଚ୍ଛା ସେଵୀ ଅନୁଷ୍ଠାନ ଜଗନ୍ନାଥପୁର କ୍ଳବର ୩୪ ତମ ବାର୍ଷିକ ଉତ୍ସବ ଚଳିତ ବର୍ଷ ମହାଆଡ଼ମ୍ବର ସହ ପାଳନ ହେଉଛି। ଉତ୍ସବରେ ପୂର୍ବତନ ବିଧାୟକ ପ୍ରଭାତ କୁମାର ତ୍ରିପାଠୀ ମୁଖ୍ୟଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟବକ୍ତା ଭାବେ କେନ୍ଦୁପଲ୍ଲୀ ଉଚ୍ଚ ବିଦ୍ୟାଳୟର ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବଳରାମ ସାହୁ, ସମ୍ମାନୀତ ଅତିଥି ଭାବେ ବ୍ଲକ ଅଧକ୍ଷା ପୁଷ୍ପଲତା ସାମନ୍ତ, ସମ୍ମାନିତ ଅତିଥି ଭାବେ ଜିଲ୍ଲାପରିଷଦ ସଦସ୍ୟ ରଶ୍ମିତା ସାହୁ, ଦମପଡା ଜୋନ ଜିଲ୍ଲା ପରିଷଦ ଆଶିଷ ସାହୁ, କ୍ଳବ ସଭାପତି କୈଳାସ ଚନ୍ଦ୍ର ସାହୁ, ପୁ ବ୍ଲକ ଅଧକ୍ଷ କାହ୍ନୁ ଚରଣ ସିଂ, ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ସଭାପତି ସୁବାସ ଚନ୍ଦ୍ର ପାଢ଼ୀ, କେନ୍ଦୁପଲ୍ଲୀ ସରପଞ୍ଚ ପ୍ରଦ୍ୟୁମ୍ନ କୁମାର ସୁବୁଦ୍ଧି ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories