www.samajalive.in
Sunday, December 7, 2025
14.1 C
Bhubaneswar

ପର୍ଯ୍ୟଟକ ବସ୍‌‌ ଓଲଟି ୨୫ରୁ ଅଧିକ ଆହତ

ବାଲିଗୁଡା : ପର୍ଯ୍ୟଟକ ବସ୍‌‌ ଓଲଟି ୨୫ରୁ ଅଧିକ ଆହତ। ବ୍ରାହ୍ମଣୀଗାଁ ଥାନା ମହାଗଡି ନିକଟ ବୁଲାଣି ରାସ୍ତାରେ ବୁଧବାର ଏହି ସଡକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ସମସ୍ତ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ବେଳେ ଅନ୍ୟମାନଙ୍କୁ ବ୍ରାହ୍ମଣୀଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପଶ୍ଚିମବଙ୍ଗରୁ ଦାରିଙ୍ଗବାଡି ବୁଲିବାକୁ ପର୍ଯ୍ୟଟକମାନେ ଆସିଥିଲେ। ଦାରିଙ୍ଗବାଡିରୁ ଗୋପାଳପୁର ଅଭିମୁଖେ ଯିବା ବେଳେ ଏହି ବସ୍‌‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି।

 

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories