www.samajalive.in
Saturday, December 6, 2025
26.1 C
Bhubaneswar

୧୦ ଡିଗ୍ରୀ ତଳେ ୪ ସହର

ଭୁବନେଶ୍ୱର : ରାଜ୍ୟରେ ଶୀତର ପ୍ରଭାବ କମିଛି। ଏହାସହ କିଛି ସ୍ଥାନରେ ରାତି ତାପମାତ୍ରା ଏବେ ମଧ୍ୟ କମ୍‌‌ ରହିଛି। ୧୦ ଡିଗ୍ରୀ ତଳେ ୪ ସହରର ରାତି ତାପମାତ୍ରା ରେକର୍ଡ କରାଯାଇଛି। ୭.୧ ଡିଗ୍ରୀ ସହ କୋରାପୁଟ ସବୁଠାରୁ ଥଣ୍ଡା ସହର। ସିମିଳିଗୁଡା ୮.୩, ଜି.ଉଦୟଗିରି ୯, ଦାରିଙ୍ଗବାଡି ୯.୫, କଟକ ୧୬.୨ ଓ ଭୁବନେଶ୍ୱର ୧୭ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories