www.samajalive.in
Tuesday, December 9, 2025
17.1 C
Bhubaneswar

ସ୍କୁଲ୍‌‌ ପିକ୍‌‌ନିକ୍‌‌ ବସ୍‌‌ ଦୁର୍ଘଟଣାଗ୍ରସ୍ତ ; ୧୦ ପିଲା ଆହତ

ଆନନ୍ଦପୁର : ଟ୍ରକ୍‌‌କୁ ପଛରୁ ପିଟିଲା ସ୍କୁଲ୍‌‌ ପିକ୍‌‌ନିକ୍‌‌ ବସ୍‌‌। ଏହି ଦୁର୍ଘଟଣାରେ ଚାଳକ ଓ ଶିକ୍ଷକଙ୍କ ସହ ୧୦ ସ୍କୁଲ ପିଲା ଆହତ ହୋଇଛନ୍ତି। ୨୦ ନମ୍ବର ଜାତୀୟ ରାଜପଥ ଭାଲୁକୁମା ନିକଟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସଭିଁଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ବସ୍‌‌ରେ ୫୦ ରୁ ଅଧିକ ସ୍କୁଲ୍‌‌ ପିଲା ଥିଲେ। ଏହାସହ ସମ୍ବଲପୁରରୁ ପିକ୍‌‌ନିକ୍‌‌ ସାରି ବାଲେଶ୍ୱର ଫେରିବା ବେଳେ ଏହି ଦୁର୍ଘଟଣା ଘଟିଛି। ଘଟଣାର ତଦନ୍ତ ଜାରି ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories